୨୬ ଜିଲ୍ଲାରୁ ୪୪୭ କୋଭିଡ୍ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ
1 min readଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୪୭ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Covid-19 Report For 23rd October
New Positive Cases: 447
Of which 0-18 years: 78
In quarantine: 260
Local contacts: 187(Details of local contacts will be shared by concerned Dist Administration)
1. Angul: 3
2. Balasore: 13
3. Bargarh: 1
4. Bhadrak: 2
5. Balangir: 1— I & PR Department, Odisha (@IPR_Odisha) October 24, 2021
ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୩, ବାଲେଶ୍ୱରରୁ ୧୩, ବରଗଡ଼ରୁ ଜଣେ, ଭଦ୍ରକରୁ ୨ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୬୨, ଦେବଗଡ଼ରୁ ୨, ଢେଙ୍କାନାଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୨, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
23. Rayagada: 31
24. Sambalpur: 24
25. Sonepur: 1
26. Sundargarh: 5
27. State Pool: 43New recoveries: 482
Cumulative tested: 21520424
Positive: 1038411
Recovered: 1025507
Active cases: 4542— I & PR Department, Odisha (@IPR_Odisha) October 24, 2021
କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନୟାଗଡ଼ରୁ ୫, ନୂଆପଡ଼ାରୁ ୨, ପୁରୀରୁ ୮, ରାୟଗଡ଼ାରୁ ୩୧, ସମ୍ବଲପୁରରୁ ୨୪, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟପୁଲରୁ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୪୧୧କୁ ବୃଦ୍ଧି ପାଇଛି । ୧୦ ଲକ୍ଷ ୨୫ ହଜାର ୫୦୭ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ୪ ହଜାର ୫୪୨ ସକ୍ରିୟ ସଂକ୍ରମିତ ଅଛନ୍ତି ।