ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ଆଉ ୪୬ ଆକ୍ରାନ୍ତ
1 min readଭୁବନେଶ୍ୱର: କମୁଛି ସଂକ୍ରମଣ, ଥମୁନି ମୃତ୍ୟୁ । ରାଜ୍ୟରେ ଦୈନିକ କରୋନା ମୃତ୍ୟୁ ମାମଲା ୪୦ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ଆଉ ୪୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁହାର୍ ସର୍ବାଧିକ ରହିଛି ।
Regret to inform the demise of forty six numbers of Covid positive patients while under treatment in hospitals.
1.A 44 years old Male of Anugul District.
2.A 34 years old Male of Balasore District.
3.A 28 years old Male of Bargarh District.
— H & FW Dept Odisha (@HFWOdisha) July 2, 2021
ଗତ ୨୪ ଘଣ୍ଟାରେ ଅନୁଗୁଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ପ୍ରାଣ ହରାଇଛନ୍ତି ।
6.A 72 years old Female of Bhubaneswar who was also suffering from Diabetes Mellitus & Chronic Obstructive Pulmonary Disease.
7.A 58 years old Female of Bhubaneswar.
8.A 73 years old Female of Bhubaneswar.
9.A 29 years old Male of Cuttack District.
— H & FW Dept Odisha (@HFWOdisha) July 2, 2021
ସେହିଭଳି କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।