୨୬ ଜିଲ୍ଲାରୁ ୬୨୩ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୭୨ ଜଣ ଆକ୍ରାନ୍ତ
1 min readଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୬୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୯୫ ଜଣ ରହିଛନ୍ତି । ୩୬୨ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୨୬୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।
Covid-19 Report For 18th September
New Positive Cases: 623
Of which 0-18 years: 95
In quarantine: 362
Local contacts: 261(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 28
3. Bargarh: 3
4. Bhadrak: 13— I & PR Department, Odisha (@IPR_Odisha) September 19, 2021
ଖୋର୍ଦ୍ଧା ଜିଲ୍ଲାକୁ ବାଦ୍ ଦେଲେ ଅନ୍ୟ ୨୫ଟି ଜିଲ୍ଲାରେ ଦୈନିକ ସଂକ୍ରମଣ ୩ ଅଙ୍କ ତଳେ ରହିଛି । ୪ଟି ଜିଲ୍ଲାରୁ ଆଜି କେହି ବି ସଂକ୍ରମିତ ଚିହ୍ନଟ ହୋଇନାହାଁନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୨୮, ଭଦ୍ରକରୁ ୧୩, କଟକରୁ ୭୪, ଦେବଗଡ଼ରୁ ୨, ଢେଙ୍କାନାଳରୁ ୭, ଗଜପତିରୁ ୧, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ଝାରସୁଗୁଡ଼ାରରୁ ୬, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
21. Nayagarh: 4
22. Puri: 7
23. Rayagada: 1
24. Sambalpur: 15
25. Sonepur: 1
26. Sundargarh: 6
27. State Pool: 63New recoveries: 756
Cumulative tested: 19256682
Positive: 1020244
Recovered: 1006320
Active cases: 5736— I & PR Department, Odisha (@IPR_Odisha) September 19, 2021
ସେହିଭଳି କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪, ପୁରୀରୁ ୭, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୬ ଜଣ ଏବଂ ଷ୍ଟେଟପୁଲରୁ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪କୁ ବୃଦ୍ଧି ପାଇଛି । ୧୦ ଲକ୍ଷ ୬ ହଜାର ୩୨୦ ଜଣ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ରାଜ୍ୟରେ ୫ ହଜାର ୭୩୬ଟି ସକ୍ରିୟ ମାମଲା ରହିଛି ।