ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ

1 min read

ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା-ଧର୍ମଗଡ଼ ମୁଖ୍ୟ ରାସ୍ତା ଖାଲିଆକାନି ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଅମୁର୍ଲାପଦର ଦରଲୀପଡା ଗାଁର ଦୁର୍ଜନ ମାଝି ।

ଆଜି ସକାଳେ ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ଗୋଲାମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ')}

Leave a Reply