ଜଣେ କରୋନା ଆକ୍ରାନ୍ତ ୫୯ହଜାର ଲୋକଙ୍କୁ ସଂକ୍ରମିତ କରିପାରିବେ, ଜାଣନ୍ତୁ କେମିତି…

ଚାରିଆଡ଼େ କରୋନା ଭୟ । ନିଆଁ ଭଳି ବ୍ୟାପୁଥିବା ଏହି କରୋନା ଭାଇରସ ପାଇଁ ସମସ୍ତେ ସଜାଗ । କାରଣ ଜଣେ ସଂକ୍ରମିତ ଲୋକ ଏକାଥରକେ ୫୯ହଜାର ଲୋକଙ୍କୁ ସଂକ୍ରମଣ କରିପାରିବ । ଇଂଲଣ୍ଡର ସଂକ୍ରମଣ ବିଶେଷଜ୍ଞ ହୁ ମଣ୍ଟୋଗୋମରି ଏହାର ଖୁଲାସା କରିଛନ୍ତି । ସେ କହିଛନ୍ତି କରୋନା ଭୂତାଣୁ ସଂକ୍ରମିତ ବ୍ୟକ୍ତି ଏକାସାଙ୍ଗରେ ୫୯ହଜାର ଲୋକଙ୍କୁ ସଂକ୍ରମିତ କରିପାରିବ । ଏବଂଏହା ଏକ ଅତ୍ୟଧିକ ସଂକ୍ରାମକ ଭୂତାଣୁ । ଜଣେ କରୋନା ସଂକ୍ରମିତ ବ୍ୟକ୍ତି  … Continue reading ଜଣେ କରୋନା ଆକ୍ରାନ୍ତ ୫୯ହଜାର ଲୋକଙ୍କୁ ସଂକ୍ରମିତ କରିପାରିବେ, ଜାଣନ୍ତୁ କେମିତି…