ନାବାଳିକାଙ୍କୁ ଗଣଦୁଷ୍କର୍ମ, ନିଜ ଆଡ଼ୁ ମାମଲା ରୁଜୁ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ନେଇ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ ନିଜ ଆଡୁ ମାମଲା ରୁଜୁ କରିଛନ୍ତି । ଗଣଦୁଷ୍କର୍ମ ନେଇ କମିଶନରେଟ ପୋଲିସକୁ କମିଶନ ରିପୋର୍ଟ ମାଗିବା ସହ ପୀଡ଼ିତାଙ୍କ ସୁରକ୍ଷା ପାଇଁ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି । ତଦନ୍ତ ପ୍ରକ୍ରିୟା ନେଇ କମିଶନଙ୍କୁ ତଥ୍ୟ ଦେବାକୁ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦେଶ ଦିଆଯାଇଛି । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଓ ଚାଇଲ୍ଡ ଲାଇନକୁ ମଧ୍ୟ ଅନୁଧ୍ୟାନ ପାଇଁ କିମଶନ ନିର୍ଦ୍ଦେଶ … Continue reading ନାବାଳିକାଙ୍କୁ ଗଣଦୁଷ୍କର୍ମ, ନିଜ ଆଡ଼ୁ ମାମଲା ରୁଜୁ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ
Copy and paste this URL into your WordPress site to embed
Copy and paste this code into your site to embed