ଆଜି ଚିହ୍ନଟ ୬ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରର ୫, ସୁନ୍ଦରଗଡ଼ରୁ ଜଣେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ଆଜି ୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାର ୫ ଜଣ ଓ ଜଣେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାର ୪୦ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡ଼ିଛି । ତେବେ, ଏମାନେ କାହା ସମ୍ପର୍କରେ ଆସିଥିଲେ । କେଉଁଆଡ଼େ ଯାଇଥିଲେ ପ୍ରଶାସନ ତାର ଟ୍ରେସିଂ କରୁଛି । ନଜର ପକାନ୍ତୁ ରାଜ୍ୟର କେଉଁ ଜିଲ୍ଲାରେ କେତେ ଜଣ କରୋନାରେ ଆକ୍ରାନ୍ତ … Continue reading ଆଜି ଚିହ୍ନଟ ୬ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରର ୫, ସୁନ୍ଦରଗଡ଼ରୁ ଜଣେ