ହାତ ତିଆରି ମାସ୍କ ପିନ୍ଧି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ,କେଜ୍ରିୱାଲ କହିଲେ ଲକଡାଉନ୍ ବଢାଅ

ନୂଆଦିଲ୍ଲୀ: ଲକଡାଉନ୍ ବୃଦ୍ଧିକୁ ନେଇ ମୁଖ୍ୟମନ୍ତ୍ରୀ ମାନଙ୍କ ସହ ଆଲୋଚନା କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାତ ତିଆରି ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କଠାରୁ ସେମାନଙ୍କ ମତାମତ ଜାଣିଥିଲେ । ଏହି ସମୟରେ ସେ କୋରନା ବିରୋଧରେ ଏକାଠି ଲଢେଇ ଲଢାଯିବ ବୋଲି କହିଥିଲେ । ସେ ମଧ୍ୟ ୨୪ ଘଣ୍ଟା ମୁଖ୍ୟମନ୍ତ୍ରୀଙ୍କ ମତାମତ ଶୁଣିବାକୁ ଉପଲବ୍ଧ ବୋଲି କହିଛନ୍ତି ।  ସେ କହିଥିଲେ ଯେ, ‘ ମୁଁ ୨୪ … Continue reading ହାତ ତିଆରି ମାସ୍କ ପିନ୍ଧି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ,କେଜ୍ରିୱାଲ କହିଲେ ଲକଡାଉନ୍ ବଢାଅ