ଗସ୍ତ ପୂର୍ବରୁ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଲା ରାଜ୍ୟ
ଭୁବନେଶ୍ୱର: ଓଡ଼ିଶାର ୪ ଜିଲ୍ଲାରେ କେତେ କ୍ଷୟକ୍ଷତି ଘଟାଇଛି ଅମ୍ଫାନ । ଉଦ୍ଧାର କାର୍ଯ୍ୟର ସମୀକ୍ଷା ସହ କ୍ଷୟକ୍ଷତି ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିପାରନ୍ତି । ପିଏମ୍ ମୋଦିଙ୍କ ସମ୍ଭାବ୍ୟ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବନ୍ଦରରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରାଯାଇଛି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରିପାରନ୍ତି । ଏୟାରପୋର୍ଟରେ ସ୍ୱତନ୍ତ୍ର ଗୁଇନ୍ଦା ଡିଜି ସତ୍ୟଜିତ୍ ମହାନ୍ତି, ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି … Continue reading ଗସ୍ତ ପୂର୍ବରୁ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଲା ରାଜ୍ୟ
Copy and paste this URL into your WordPress site to embed
Copy and paste this code into your site to embed