ପଶ୍ଚିମା ପବନ ପ୍ରଭାବରେ ସାରା ରାଜ୍ୟରେ ବର୍ଷା, ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର: ବଦଳୁଛି ପାଗ। ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ଏବଂ ପଶ୍ଚିମା ପବନ ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ବର୍ଷା। ଏଥିପାଇଁ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର ଦେବଗଡ଼ ଏବଂ କେନ୍ଦୁଝରରେ ବର୍ଷା ହେଉଛି । ଘଡ଼ଘଡ଼ି ସହ ବର୍ଷା ଓ କିଛି ସ୍ଥାନରେ କୁଆପଥର ପଡ଼ିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ହାଲୁକା ବର୍ଷା ହେବ। ଏହି ସମୟରେ … Continue reading ପଶ୍ଚିମା ପବନ ପ୍ରଭାବରେ ସାରା ରାଜ୍ୟରେ ବର୍ଷା, ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ
Copy and paste this URL into your WordPress site to embed
Copy and paste this code into your site to embed