ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା, ସଙ୍ଗରୋଧରେ ରହି ରଖିବେ କାର୍ଯ୍ୟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଦିନକୁ ଦିନ ନେତାଙ୍କ ଠାରୁ ଆରମ୍ଭ କରି ବହୁ ବଡ଼ ବଡ଼ ବ୍ୟକ୍ତି ମାନେ କରୋନା ଦ୍ୱାରା ସଂକ୍ରମିତ ହେଉଛନ୍ତି । ସେହିକ୍ରମରେ ରବିବାର ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ଶକ୍ତିକାନ୍ତ ଦାସ କହିଛନ୍ତି ଯେ ତାଙ୍କର ସଂକ୍ରମଣର କୌଣସି ଲକ୍ଷଣ ନାହିଁ  । ତେବେ ସେ ନିଜକୁ ଏବେ ସଙ୍ଗରୋଧ କରି ରଖିଛନ୍ତି । … Continue reading ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା, ସଙ୍ଗରୋଧରେ ରହି ରଖିବେ କାର୍ଯ୍ୟ