ରାଜ୍ୟରେ ବଢ଼ୁଛି ସୁସ୍ଥଙ୍କ ସଂଖ୍ୟା, ୧ ଲକ୍ଷ ୨୫ ହଜାର ପାର୍…
1 min readଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗୁଛି । ଅନ୍ୟପକ୍ଷରେ ସୁସ୍ଥଙ୍କ ସଂଖ୍ୟାରେ ମଧ୍ୟ ରାଜ୍ୟ ଭଲ ପ୍ରଦର୍ଶନ କରୁଛି । ଏହି କ୍ରମରେ ଆଜି ରାଜ୍ୟରେ ୩୭୧୪ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଥିବା ବେଳେ ବରଗଡ଼ରୁ ୩୯୭ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି କଟକରୁ ୩୭୫, ଯାଜପୁରରୁ ୨୪୨, ପୁରୀରୁ ୨୦୧, ମୟୂରଭଞ୍ଜରୁ ୧୫୨, ଝାରସୁଗୁଡ଼ାରୁ ୧୧୭, ବାଲେଶ୍ୱରରୁ ୧୧୫, କୋରାପୁଟରୁ ୧୧୫, କନ୍ଧମାଳରୁ ୧୦୦, ଜଗତସିଂହପୁରରୁ୯୩, ଗଞଜାମରୁ ୯୨, କେନ୍ଦ୍ରାପଡ଼ାରୁ ୮୮, ସୋନପୁରରୁ ୮୪ ଜଣ ସୁସ୍ଥ ହୋଇଛନ୍ତି ।
Another 3714 #COVID19 patients have recovered and are being discharged on 15.09.2020
744 from Khordha
397 from Bargarh
375 from Cuttack
242 from Jajapur
201 from Puri
152 from Mayurbhanj
117 from Jharsuguda
115 from Baleswar
115 from Koraput
100 from Kandhamal— H & FW Dept Odisha (@HFWOdisha) September 15, 2020
ସେହିଭଳି ବଲାଙ୍ଗିରରୁ ୭୫, ସୁନ୍ଦରଗଡ଼ରୁରୁ ୮୪, ଅନୁଗୁଳରୁ ୭୨, ସମ୍ୱଲପୁରୁ ୭୧, ନୟାଗଡ଼ରୁ ୭୦, କେନ୍ଦୁଝରରୁ ୬୦, ନବରଙ୍ଗପୁରରୁ ୫୯, ନୂଆପଡ଼ାରୁ ୫୩, କଳାହାଣ୍ଡିରୁ ୪୮, ଦେଓଗଡରୁ ୪୩, ଗଜପତିକରୁ ୩୮, ଭଦ୍ରକରୁ ୩୪, ଢେଙ୍କାନାଳରୁ ୩୪, ମାଲକାନଗିରିରୁ ୨୨, ବୌଦ୍ଧରୁ ୧୯, ରାୟଗଡ଼ାରୁ ୧୭ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୨୫ ହଜାର ୭୩୮ ହୋଇଛନ୍ତି ।