ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା
1 min read
ପୁରୀ: ଆଜି ବିଶ୍ୱ ଯୋଗ ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବେଳାଭୂମିରେ ଏକ ସୁନ୍ଦର ଚିତ୍ର କରିବା ସହ ବାଲୁକାରେ ସୂର୍ଯ୍ୟ ନମସ୍କାରର ବିଭିନ୍ନ ମୁଦ୍ରାକୁ ସେ ନିଖୁଣ ଭାବେ ଦେଖାଇଛନ୍ତି । କରୋନା ମହାମାରୀ ସମୟରେ ଶରୀର ସୁସ୍ଥ ରହିବା ନିହାତି ଜରୁରୀ । ଏଣୁ ସମସ୍ତେ ଯୋଗ କରିବା ସହ ଅନ୍ୟ ମାନଙ୍କୁ ଉତ୍ସାହିତ କରିବାକୁ ସୁଦର୍ଶନ ନିବେଦନ କରିଛନ୍ତି ।
#YogaForWellness
On #InternationalDayOfYoga My SandArt of #SuryaNamaskar with message “Yoga For Well-Being “at Puri beach in Odisha. #YogaDay2021 pic.twitter.com/lkVgYaItwG— Sudarsan Pattnaik (@sudarsansand) June 20, 2021
ଏଥିସହିତ ପଢ଼ନ୍ତୁ: ‘ମହାମାରୀର ସମୟରେ ଯୋଗ ଆମକୁ ମାନସିକଭାବେ ସଶକ୍ତ କରିଛି’