ରାଜ୍ୟର ଦ୍ୱିତୀୟ କରୋନା ଆକ୍ରାନ୍ତ ସୁସ୍ଥ, AIIMSରୁ ଡିସଚାର୍ଜ

ଭୁବନେଶ୍ୱର: ମହାମାରୀ କରୋନାକୁ ନେଇ ସମସ୍ତେ ଚିନ୍ତିତ ଥିବାବେଳେ ଆସିଛି ଖୁସି ଖବର । ରାଜ୍ୟର ଦ୍ୱିତୀୟ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ମେଡିକାଲରୁ ଘରକୁ ଫେରିଛନ୍ତି । ତାଙ୍କ ନମୁନା ପରୀକ୍ଷା କରାଯାଇଥିଲା ଓ ନେଗେଟିଭ୍ ଆସିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । The second COVID-19 positive case in Odisha, belonging to Bhubaneswar has completely recovered … Continue reading ରାଜ୍ୟର ଦ୍ୱିତୀୟ କରୋନା ଆକ୍ରାନ୍ତ ସୁସ୍ଥ, AIIMSରୁ ଡିସଚାର୍ଜ