spot_img

Latest Posts

ଆଜି କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ !

ଭୁବନେଶ୍ୱର: ଆଜି କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ। IMD ପୂର୍ବାନୁମାନ ଅନୁସାରେ ଗୋଟିଏ ଦିନ ପୂର୍ବରୁ କେରଳ ଉପକୂଳ ଛୁଇଁଛି ମୌସୁମୀ ବାୟୁ। ଚଳିତ ବର୍ଷ ମେ ୩୧ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରିଥିଲା ଭାରତୀୟ ପାଣିପାଗ ବିଭାଗ।

 

 

Latest Posts

Don't Miss