ପୂଜା ମଣ୍ଡପ ପାଇଁ ସ୍ୱତନ୍ତ୍ର ଗାଇଡ୍‌ଲାଇନ୍‌, ୭ ଜଣରୁ ଅଧିକ ଏକାଠି ରହିବାକୁ ମନା

ଭୁବନେଶ୍ୱର: ପାର୍ବଣ ପାଇଁ ମାର୍ଗଦର୍ଶିକା ଜାରି କଲେ ଏସ୍‌ଆର୍‌ସି । ଦୁର୍ଗାପୂଜା, ଲକ୍ଷ୍ମୀପୂଜା, କାଳୀପୂଜା ସହିତ ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସରେ ପଡ଼ୁଥିବା ପୂଜା ପାଇଁ ଏସ୍‌ଆର୍‌ସି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି । ପୂଜା ମଣ୍ଡପ ପାଇଁ ଜିଲ୍ଲା ପ୍ରଶାସନର ଅନୁମତି ନେବାକୁ ପଡ଼ିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । କମିଶନରେଟ୍ ପୋଲିସ ଅଞ୍ଚଳରେ ପୋଲିସ କମିଶନର ଅନୁମତି ଦେବେ । ତେବେ ବିଭିନ୍ନ ପୂଜା ପାର୍ବଣରେ ଭଗବାନଙ୍କ ମୂର୍ତ୍ତିର ଉଚ୍ଚତା ସର୍ବାଧିକ ୪ ଫୁଟ୍‌ … Continue reading ପୂଜା ମଣ୍ଡପ ପାଇଁ ସ୍ୱତନ୍ତ୍ର ଗାଇଡ୍‌ଲାଇନ୍‌, ୭ ଜଣରୁ ଅଧିକ ଏକାଠି ରହିବାକୁ ମନା