ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ: ୧୧ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

1 min read

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାକୁ ଥିବା ବେଳେ, ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଆଯିବ ନିଷ୍ପତ୍ତି । ମଧ୍ୟାହ୍ନ ୧୨ଟା ୩୦ରେ କ୍ୟାବିନେଟ ବୈଠକ ବସିବ । ତେବେ ବୈଠକରେ ଉଚ୍ଚଶିକ୍ଷାରେ ଅନୁଦାନ ବ୍ୟବସ୍ଥାରେ ସଂଶୋଧନ ପ୍ରସ୍ତାବ ଆସିପାରେ । ସେହିପରି ୧୧ରୁ ଅଧିକ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି ।

ଏଥିସହିତ ପଢ଼ନ୍ତୁ: ମେ’ ୧୫ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner