କାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ
1 min readଭୁବନେଶ୍ୱର: ମଙ୍ଗଳବାର ଅର୍ଥାତ୍ ଆସନ୍ତକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉଭୟ ବୈଠକ ବସିବ । ଲୋକସେବା ଭବନରେ ଅପରାହ୍ଣରେ ବୈଠକ ବସିବ । ୨୦୨୧-୨୨ ଆର୍ଥିକ ବର୍ଷ ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ କରାଯିବ ।
ଆସନ୍ତକାଲି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଲୋକସେବା ଭବନରେ ବସିବ ବୈଠକ। ୨୦୨୧/୨୨ ଆର୍ଥିକ ବର୍ଷ ବଜେଟକୁ ଅନୁମୋଦନ କରିବ ମନ୍ତ୍ରୀ ପରିଷଦ। #cabinet_meeting #OdishaBudget pic.twitter.com/3wp2Q4NT2A
— NandighoshaTV (@NandighoshaTV) February 8, 2021
ଅଧିକ ଖବର ପାଇଁ ଦେଖୁଥାନ୍ତୁ- https://nandighoshatv.com/