ତବଲିଗି ଜମାତ ଯାଇଥିବା ଓଡ଼ିଆଙ୍କ ମଧ୍ୟରୁ ୩ ଚିହ୍ନଟ
ଭୁବନେଶ୍ୱର: ଦିଲ୍ଲୀ ନିଜାମୁଦ୍ଦିନ ତବଲିଗି ଜମାତ ମରକଜରୁ ଦେଶରେ କରୋନା ସଂକ୍ରମଣ । ଏହା ଉପରେ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ସବୁ ରାଜ୍ୟ ସରକାର ନଜର ରଖିଛନ୍ତି । ଓଡ଼ିଶାରୁ ୧୫ ଜଣ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇଛନ୍ତି । ନିଜାମୁଦ୍ଦିନରୁ ଫେରିଥିବା ୩ ଜଣଙ୍କୁ ଚିହ୍ନଟ କରାଯାଇଛି ଏବଂ ସେମାନଙ୍କୁ କ୍ୱାରେଣ୍ଟାଇନରେ ରଖା ଯାଇଥିବା କରୋନା … Continue reading ତବଲିଗି ଜମାତ ଯାଇଥିବା ଓଡ଼ିଆଙ୍କ ମଧ୍ୟରୁ ୩ ଚିହ୍ନଟ
Copy and paste this URL into your WordPress site to embed
Copy and paste this code into your site to embed