805 covid case detect in odisha

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ଲକ୍ଷ ପାର୍ । ଦିନକରେ ୧୧ହଜାର ୮୦୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧ଜଣଙ୍କ ଜୀବନ ନେଇଛି କିଲର କରୋନା...