ACF Soumyaranjan Case Row

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ଷ୍ଟେଟ୍ ଫରେନ୍ସିକ୍ ଲ୍ୟାବରେ ପତ୍ନୀ ବିଦ୍ୟାଭାରତୀଙ୍କର ଆରମ୍ଭ ହେଲା ଲାଏ ଡିଟେକ୍ସନ ଟେଷ୍ଟ ।...