Allows Devotee

ଢେଙ୍କାନାଳ: କପିଳାସ ପୀଠରେ ଜାଗରକୁ ନେଇ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି । କୋଭିଡ୍ ନେଗେଟିଭ୍ ରିପୋର୍ଟ ନଥିଲେ କପିଳାସ ମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ନାହିଁ...