Asian Youth Athletics Championship

ତାସକେଣ୍ଟ: ଉଜବେକିସ୍ତାନର ତାସକେଣ୍ଟରେ ଚାଲିଥିବା ଏସିଆନ ୟୁଥ ଆଥଲେଟିକ୍ସ ଚାମ୍ପିୟନସିପରେ ଚମକିଲେ ଓଡ଼ିଆ ଆଟଲେଟ ବାପି ହାଂସଦା । ୪୦୦ ମିଟର ହର୍ଡଲ୍ସରେ ଜିତିଲେ ରୌପ୍ୟ ପଦକ...