Babdighosha TV

ଦୁବାଇ: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଜେନରାଲ ପରଭେଜ୍ ମୁଶାରଫଙ୍କ ଦୁବାଇରେ ନିଧନ ହୋଇଯାଇଛି । ଦୁବାଇରେ ଆତ୍ମନିର୍ବାସନରେ ଥିବା ପରଭେଜ୍ ମୁଶାରଫଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି...