Banaka Lagi Ritual

ପୁରୀ: ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର।...