BDA enforcement

ଭୁବନେଶ୍ବର: ବିଡିଏର ଏନଫୋର୍ସମେଣ୍ଟ ବ୍ୟବସ୍ଥା ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ । ଏଥିପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।...