Bhawanipore

କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଟ୍ବିଷ୍ଟ । ପୁଣି ଭବାନୀପୁର ଫେରିବେ ଦିଦି । ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବା ପାଇଁ ଭବାନୀପୁରରୁ ନିର୍ବାଚନ ଲଢ଼ିବେ ମମତା ବାନାର୍ଜୀ...