chief administrator

ପୁରୀ : ବାହୁଡ଼ା ଯାତ୍ରାରେ ରଥରେ ଚଢ଼ିଲେ ଅଣସେବାୟତ। ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଚଢ଼ିଲେ ଅଣସେବାୟତ। ସୁଭଦ୍ରାଙ୍କ ରଥରୁ ଅଣସେବାୟତଙ୍କୁ ବାହାର କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...