CM Announced 155 Crore

CM Announced 155 Crore For Development Of Balasore Municipality 1 min read

ଭୁବନେଶ୍ୱର: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି...