Corona Compensation

ନୂଆଦିଲ୍ଲୀ: ବୁଧବାର ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମହାମାରୀ କରୋନାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି...