Covid Death Figure

ଭୁବନେଶ୍ୱର: କୋଭିଡ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ସ୍ପଷ୍ଟୀକରଣ । ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁସଂଖ୍ୟା ରିୟଲ ଟାଇମ୍ ନୁହେଁ । ଗୋଟିଏ ଦିନରେ ଆସୁଥିବା ମୃତ୍ୟୁ...