Cyclone Asani Update

1 min read

ଭୁବନେଶ୍ୱର: ସମୁଦ୍ର ଭିତରେ ଅଶାନ୍ତ ହେଉଛି ବାତ୍ୟା ଅସାନି । ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଭୀଷଣ ସାମୁଦ୍ରିକ ଝଡ଼...