Deep Condolences

ଭୁବନେଶ୍ୱର: ରାଜ୍ୟପାଳ ଗଣେଶୀଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୋକ ପ୍ରସ୍ତାବ ଆଗତ କରିଥିଲେ...