Digha Jagannath Temple

ନନ୍ଦିଘୋଷ ବ୍ୟୁରୋ: ବିବାଦ ବଢ଼ିବା ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମ । ନାମକରଣ ବୋର୍ଡରେ ଯେଉଁ ଜଗନ୍ନାଥ ଧାମ ଲେଖାଯାଇଥିଲା, ତାକୁ ହଟାଇ ଦିଆଯାଇଛି...