donation box opened

ରାୟଗଡା: ଖୋଲିଲା ରାୟଗଡା ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିର ଦାନ ହୁଣ୍ଡି। କଡ଼ା ସୁରକ୍ଷା ବଳୟରେ ଚାଲିଛି ଗଣତି । ୫ମାସ ପରେ ମାଆଙ୍କ ଦାନ...