G20 Presidency

ନୂଆଦିଲ୍ଲୀ: ବିଶ୍ବ ଦରବାରରେ ବଢିଲା ଓଡ଼ିଶାର ଗୌରବ । ଉତ୍କଳୀୟ କଳାର ଅନ୍ୟତମ ପ୍ରାଣକେନ୍ଦ୍ର କୁହାଯାଉଥିବା କୋଣାର୍କର ଚାରୁକଳାକୁ ଦେଖିଛି ବିଶ୍ବ । ନୂଆଦିଲ୍ଲୀରେ ଆୟୋଜିତ ଗ୍ରୁପ...