ଓଡ଼ିଶା ତାଜା ଖବର ୧କୋଟି ୮୦ଲକ୍ଷ ଟଙ୍କାର ବେଆଇନ ଗଞ୍ଜେଇ ଗଛ ନଷ୍ଟ କଲା କନ୍ଧମାଳ ପୋଲିସ୍ ଓ ଅବକାରୀ ବିଭାଗ November 16, 2020 କନ୍ଧମାଳ: ଜୋର୍ ଧରିଲା ବେଆଇନ୍ ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ । କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ପୁଣି ମିଳିତ ଚଢ଼ାଉ...