golamunda BDO

ଧର୍ମଗଡ: ଗିରଫ ହେଲେ ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ । ଗତକାଲି ସନ୍ଧ୍ଯାରେ ସରକାରୀ ଗାଡ଼ିରେ ଭବାନୀପାଟଣାରୁ ଗୋଲାମୁଣ୍ଡା ଯାଉଥିବାବେଳେ ଜାରିଙ୍ଗଛକ ନିକଟରେ ଭିଜିଲାନ୍ସ ରେଡ କରିଥିଲା...