ଓଡ଼ିଶା ମୁଖ୍ୟ ଖବର ହାଇଲାଇଟ୍ ସମ୍ବାଦ ୭ହଜାର ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି: ୧୬ ତାରିଖରେ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ December 13, 2021 ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ପଦବୀ ଅଶାୟୀଙ୍କ ପାଇଁ ଖୁସି ଖବର । ଚଳିତବର୍ଷ ୧୬ ହଜାର ଶିକ୍ଷକ ନିଯୁକ୍ତି ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହା...