Group Clash In Ganjam

ବ୍ରହ୍ମପୁର: ଗୋଷ୍ଠୀ ସଂଘର୍ଷରେ ଜଣେ ମୃତ । ଗଞ୍ଜାମ ଜିଲ୍ଲା କୋଦଳା ରେଞ୍ଜର ବଙ୍ଗଳା ସାହିରେ ଗୋଷ୍ଠୀ ସଂଘର୍ଷ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି...