Gurubrahma Samman

ଭୁବନେଶ୍ୱର: ଆଜି ଗୁରୁଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ସ୍ବାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ...