ଓଡ଼ିଶା ତାଜା ଖବର ମୁଖ୍ୟ ଖବର ହାଇଲାଇଟ୍ ସମ୍ବାଦ ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର July 26, 2025 ଜଳେଶ୍ବର : ପୁଣି ଜଳକା ନଦୀରେ ବନ୍ଯା ଆଶଙ୍କା । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଂ କ୍ରମଶଃ ବଢୁଛି ଜଳକା ନଦୀର ଜଳସ୍ତର । ବିପଦ ସଙ୍କେତ...