ଜାତୀୟ ମୁଖ୍ୟ ଖବର ହାଇଲାଇଟ୍ ସମ୍ବାଦ ରେମାଲ ପ୍ରଭାବରେ କୋଲକାତାରେ ପ୍ରବଳ ବର୍ଷା, ବାଂଲାଦେଶରେ ୮ ଲକ୍ଷ ଲୋକେ ସ୍ଥାନାନ୍ତର May 27, 2024 କୋଲକାତା: ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା ‘ରେମାଲ’ । ଘଣ୍ଟା ପ୍ରତି ୧୩୦କିମି ବେଗରେ ପବନ ସହ ପଶ୍ଚିମବଙ୍ଗ ଓ ବାଂଲା ଉପକୂଳରେ ରଚିଲା ତାଣ୍ଡବ ।...