lecturer suicide

କଟକ: ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ଯୁ। କଟକ ସେକ୍ଟର ୯ର ଏକ ଭଡା ଘରୁ ପୋଲିସ ମହିଳାଙ୍କ ମୃତଦେହ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ପାଇଁ ଏସସିବି ପଠାଇଛି।...