Millet divas

1 min read

ଭୁବନେଶ୍ବର: ଆଜି ମାର୍ଗଶୀର ମାସ ପ୍ରଥମ ଗୁରୁବାର । ସାରା ରାଜ୍ୟରେ ପାଳନ ହେବ ମାଣ୍ଡିଆ ଦିବସ । କୃଷି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।...