narendra fire accident

ପୁରୀ: ନରେନ୍ଦ୍ର ପୁଷ୍କରଣୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୧୫ରେ ପହଞ୍ଚିଛି। ଅନ୍ୟ ୧୨ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି...