next Chief of Army Staff

ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ଆଜି ଜେନେରାଲ ମନୋଜ ପାଣ୍ଡେଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିବେ ଲେପ୍ଟନାଣ୍ଟ...