odisha chief justice

କଟକ: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଏନେଇ ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ କରିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ...