Odisha Meher Society

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମେହର ସମାଜ । ୨୦୨୪ରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କର ଶ୍ରାଦ୍ଧ ଶତବାର୍ଷିକୀ ରାଜ୍ୟସ୍ତରରେ ଆୟୋଜନ କରାଯିବ । ଭୁବନେଶ୍ବରରେ ଗଙ୍ଗାଧର...