ନୂଆଦିଲ୍ଲୀ: ଶୀଘ୍ର ଭାରତ ଆସୁଛି ଟେସଲା । ନିଜେ ଟେସଲା ସିଇଓ ଏଲନ ମସ୍କ ଏହି ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ...
Odisha
ଭୁବନେଶ୍ୱର : ଓଡ଼ିଶାରେ ଚଳିତ ବର୍ଷ କେହି ଅଂଶୁଘାତରେ ପ୍ରାଣ ହରାଇ ନାହାନ୍ତି। ସାମାନ୍ୟ ଅସୁସ୍ଥଙ୍କୁ ହସ୍ପିଟାଲ ନିଆଯାଇଥିଲା, ସେଠାରେ ଏସି ରୁମ ଆଇସିୟୁ ବ୍ୟବସ୍ଥା କରାଯାଇଛି।...
ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ୧୦ରୁ ୧୨ଟି ପ୍ରସ୍ତାବ ଉପରେ ବାଜିବ...
ପୁରୀ : ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି । ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ । ଗତକାଲି ଶରଧାବାଲିରେ ତାଳଧ୍ବଜ ରଥ ଲାଗିଥିବା ବେଳେ, ଆଜି ପହଞ୍ଚିଛି...
ଭୁବନେଶ୍ୱର : ଦିନେ କି ଦୁଇ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ । ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ସୂଚନା...
ଭୁବନେଶ୍ୱର : ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ଖୋଲିବ ସ୍କୁଲ । ପ୍ରବଳ ଗ୍ରୀଷ୍ଣ ପ୍ରବାହ ଯୋଗୁ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାରେ ସ୍କୁଲ ଖରାଛୁଟି ବୃଦ୍ଧି...
ନୂଆଦିଲ୍ଲୀ : ଆଜି ନବମ ଅନ୍ତର୍ଜାତୀୟ ଯୋଗ ଦିବସ । ଯୋଗ ଦ୍ବାରା ମନ ଶାନ୍ତ ଓ ଦେହ ସୁସ୍ଥ ରହିଥାଏ । ଶରୀରର ସୁରକ୍ଷା କବଚ...
ପୁରୀ: ଆଜି ମହାପ୍ରଭୁଙ୍କ ରଥଯାତ୍ରା । ରତ୍ନବେଦୀ ଛାଡ଼ି ମାଉସୀ ମା’ ଅଭିମୁଖେ ଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତୀ । ପହଣ୍ଡି ହୋଇ ଆସି ରଥାରୁଢ଼ ହେବା ପରେ...
ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଜୁନ୍ ୧୯ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ଖୋଲିବାକୁ ନିଷ୍ପତ୍ତି ହୋଇଥିଲା ।...
ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ପହଣ୍ଡିରେ ଆସି ରଥାରୂଢ଼ ହୋଇସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ତେବେ ପବିତ୍ର ରଥଯାତ୍ରାରେ ପୁରୀରେ ଦେଖିବାକୁ ମିଳିଛି ପ୍ରବଳ ଗରମ...